- ୭ ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ଲୁଟ୍ ହେଉଥିଲା ରାସନ
- ଲକ୍ଷାଧିକ ଅଯୋଗ୍ୟ ବି ହାତେଇ ଥିଲେ ରାସନ କାର୍ଡ
- ନୂଆ ସରକାର E-KYC ପ୍ରକ୍ରିୟା କରିବା ପରେ ସାମ୍ନାକୁ ଆସିଛି ଏହି ତଥ୍ୟ
- ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ଲିଖିତ ଉତ୍ତର
- ଗତ ୨ ବର୍ଷରେ ୩୪,୯୩୯ ଅଯୋଗ୍ୟ ରାସନ କାର୍ଡଧାରୀଙ୍କ କାର୍ଡ ରଦ୍ଦ
- ୭ ଲକ୍ଷ ୭୫ ହଜାର ୬୪ ଜଣ ମୃତକଙ୍କୁ ରାସନ କାର୍ଡରୁ ବାଦ୍ ଦିଆଯାଇଛି




