ଗିରିଜା କୁମାର ବଳୀୟାରସିଂଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର କବିତା ପୁସ୍ତକ 'ପାଦପୂରଣ' ପାଇଁ ୨୦୨୫ ମସିହା ନିମନ୍ତେ ପୁରସ୍କାର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ