
- SCB ଅଗ୍ନିକାଣ୍ଡ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ
- ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ୬ ଜଣିଆ ଟିମ୍ ଗଠନ
- କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତଦନ୍ତ କରିବ ଟିମ୍
- ଟିମ୍ରେ ଅଗ୍ନିଶମ ଆଇଜି, EIC, ସହରାଞ୍ଚଳ ଜନସ୍ବାସ୍ଥ୍ୟ ବିଭାଗ EIC
- ଚିଫ୍ ଇଞ୍ଜିନିୟର ବିଲ୍ଡିଂ, ମେଡିକାଲ ଏଜୁକେଶନ ଓ ଟ୍ରେନିଂ ନିର୍ଦ୍ଦେଶକ ସାମିଲ୍
- କମିଟି SCB ପରିଦର୍ଶନ କରି ସଂଧ୍ୟା ସୁଦ୍ଧା ମୁଖ୍ୟ ସଚିବଙ୍କୁ ରିପୋର୍ଟ ଦେବ




