▪️ଆନ୍ଦୋଳନ ପ୍ରତ୍ୟାହାର କଲା ପାଚିକା ସଂଘ▪️ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ▪️ଦରମା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରତିଶ୍ରୁତି▪️ବିଭିନ୍ନ ଦାବି ନେଇ ଲୋୟର ପିଏମ୍ଜିରେ କରୁଥିଲେ ଆନ୍ଦୋଳନ