
- ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ପ୍ରାୟ ୨୨୯୨ କୋଟି ଟଙ୍କାର ୧୭ଟି ପ୍ରକଳ୍ପର ଶିଳାନ୍ୟାସ
- ପ୍ରାୟ ୩୨୦ କୋଟି ଟଙ୍କାର ୧୨୪ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ
- ବୁନ୍ଦାଏ ବି ପାଣି ନଷ୍ଟ ନ କରିବାକୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ
- ରାଜୀବ ଭବନଠାରେ ଶିଶୁ ଯତ୍ନ କେନ୍ଦ୍ର ‘କଳିକା’ ଉଦ୍ଘାଟିତ
- ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଜଳ ସୁରକ୍ଷା ପ୍ରମୁଖ ସର୍ତ୍ତ: CM
- କୌଣସି ଚାଷଜମି ଜଳାଭାବର ଶିକାର ହେବ ନାହିଁ
- ପ୍ରତି ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ଆମର ସଂକଳ୍ପ




