ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ କାଲି ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର,ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ବର୍ଷା ସହ ଘଣ୍ଟାକୁ ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ ସମ୍ଭାବନା ୨୮ ଓ ୨୯ ତାରିଖରେ ମଧ୍ୟ ଅଧିକାଂଶ ଜିଲ୍ଲା ପାଇଁ ରହିଛି ୟେଲୋ ୱାର୍ଣ୍ଣିଂ