-IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର-ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ବ-OPTCLର CMD ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ ତୁଲାଇବେ-CEO ଆର ସନ୍ଥ ଗୋପାଳନଙ୍କୁ OSBCL ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ