📍ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଆଜିଠୁ ଚାଲାଣ କଟିବ
📍ବିଭିନ୍ନ ରାଜପଥରେ ସ୍ଥାପିତ ଟୋଲ ଗେଟ୍ରେ ଅଟୋମେଟେଡ୍ ଇଲେକ୍ଟ୍ରୋନିକ ବ୍ୟବସ୍ଥା ମାଧ୍ୟମରେ ଇ-ଚାଲାଣ କଟିବ
📍ଏଥିସହ ମୋଟରଯାନର ଅନ୍ୟାନ୍ୟ ଯାଞ୍ଚ ବେଳେ ପିୟୁସିସି ନ ଥିବା ଜଣାପଡ଼ିଲେ ଅଟୋମେଟେଡ୍ ବ୍ୟବସ୍ଥା ମାଧ୍ୟମରେ ବି ଇ-ଚାଲାଣ କଟିବ