ମେ ମାସ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇଙ୍କ ସୂଚନା 'ରେଜଲ୍ଟ ବାହାରିବା ପରେ ସଙ୍ଗେ ସଙ୍ଗେ ମିଳିବ ସାର୍ଟିଫିକେଟ୍' 'ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ' ଆଜି ସରିବ ମାଟ୍ରିକ ପରୀକ୍ଷାର ଖାତା ଦେଖା- ବୋର୍ଡ ସଭାପତି