ଏବେ ମାସକୁ ମୁଣ୍ଡ ପିଛା ୫କେଜି ବଦଳରେ ମିଳିବ ୧୦ କେଜି CVଚାଉଳ। ଏଥର ମୋଦି ସରକାର ଦେବେ ୫କେଜି ଓ ମୋହନ ସରକାର ଦେବେ ୫କେଜି ଚାଉଳ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ସୂଚନା !