- ଖରାଛୁଟିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ
- ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ
- ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି
- ‘ପିଲାମାନଙ୍କ ସୁରକ୍ଷାକୁ ସବୁଠାରୁ ଅଧିକ ଗୁରୁତ୍ବ ଦେଉଛୁ’
- ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଗରମ ହେଉଛି, ବିଚାର କରାଯାଉଛି
- SRCଙ୍କ ହିଟ୍ ୱେଭ୍ ସମୀକ୍ଷା ପରେ ହିଁ ଖରାଛୁଟି ନିଷ୍ପତ୍ତି ନିଆଯିବ





