• About
  • Advertise
  • Privacy & Policy
  • Contact
Sunday, April 19, 2026
OD Times
Advertisement
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
OD Times
No Result
View All Result
Home Uncategorized

୨୨ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ

OD Times by OD Times
April 19, 2026
in Uncategorized
0
0
SHARES
0
VIEWS
Share on FacebookShare on Twitter

-ଆଜି ମଧ୍ୟ ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି
-ଆଜି ୫ ଜିଲ୍ଲାକୁ ହିଟ୍‌ ୱେଭ୍‌ ସହ ଉଷ୍ମରାତ୍ରି ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି
-୫ ଜିଲ୍ଲା- ସୁନ୍ଦରଗଡ , ଝାରସୁଗୁଡା , ସମ୍ବଲପୁର ,ବଲାଙ୍ଗୀର ଓ ନୂଆପଡା
-ଉପକୂଳର ୧୧ ଜିଲ୍ଲାକୁ ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ୟଲୋ ୱାର୍ଣ୍ଣିଙ୍ଗ ଜାରି
-ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ

Previous Post

ବଡ଼ ଖବର

Next Post

ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ-ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ-ଜମି ଚିହ୍ନଟ ପାଇଁ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପୂର୍ତ୍ତ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ନିର୍ଦ୍ଦେଶ-ମେଡିକାଲ କଲେଜ ନିର୍ମାଣ ପାଇଁ କେତେ ଅର୍ଥ ଖର୍ଚ୍ଚ ହେବ ତା’ର ଆକଳନ ନିର୍ଦ୍ଦେଶ-ଗଜପତି , ମାଲକାନଗିରି , ରାୟଗଡ଼ାରେ ହେବ ଆୟୁର୍ବେଦିକ ମେଡିକାଲ କଲେଜ-ଗଜପତି , ମାଲକାନଗିରି , ରାୟଗଡ଼ାରେ ହେବ ଆୟୁର୍ବେଦିକ ମେଡିକାଲ କଲେଜ-ଜମି ଓ ଖର୍ଚ୍ଚ ଆକଳନ ରିପୋର୍ଟ ମିଳିଲେ ପ୍ରଶାସନିକ ଅନୁମୋଦନ ଦିଆଯିବ

OD Times

OD Times

Next Post

ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ-ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ-ଜମି ଚିହ୍ନଟ ପାଇଁ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପୂର୍ତ୍ତ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ନିର୍ଦ୍ଦେଶ-ମେଡିକାଲ କଲେଜ ନିର୍ମାଣ ପାଇଁ କେତେ ଅର୍ଥ ଖର୍ଚ୍ଚ ହେବ ତା'ର ଆକଳନ ନିର୍ଦ୍ଦେଶ-ଗଜପତି , ମାଲକାନଗିରି , ରାୟଗଡ଼ାରେ ହେବ ଆୟୁର୍ବେଦିକ ମେଡିକାଲ କଲେଜ-ଗଜପତି , ମାଲକାନଗିରି , ରାୟଗଡ଼ାରେ ହେବ ଆୟୁର୍ବେଦିକ ମେଡିକାଲ କଲେଜ-ଜମି ଓ ଖର୍ଚ୍ଚ ଆକଳନ ରିପୋର୍ଟ ମିଳିଲେ ପ୍ରଶାସନିକ ଅନୁମୋଦନ ଦିଆଯିବ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest

ଏଡିଟ ଦେବଜିତ୍ ନନ୍ଦୀ ଙ୍କ ବଢିଲା ଅଡୁଆ ତଦନ୍ତ କରିବ ୫ ଜଣିଆ କମିଟି ଏଡିସିିିଙ୍କୁ ଏଡିଟି ପଦବୀରେ ଥଇଥାନ ଘଟଣା

January 4, 2026

ଭୁବନେଶ୍ୱରର ଧୌଳି ଗାର୍ଡେନ୍‌ରେ ବିଶ୍ୱ ସମ୍ମିଳନୀ

December 21, 2025
ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

August 19, 2025

କ୍ୟାପିଟାଲ ରିଜିଅନ ୬ ଲେନ ରିଙ୍ଗ୍‌ ରୋଡ୍‌ ପାଇଁ କ୍ୟାବିନେଟ୍‌ ମୋହର

August 19, 2025
The Legend of Zelda: Breath of the Wild gameplay on the Nintendo Switch

Shadow Tactics: Blades of the Shogun Review

macOS Sierra review: Mac users get a modest update this year

Hands on: Samsung Galaxy A5 2017 review

Hands on: Samsung Galaxy A5 2017 review

0

କାଲିଠୁ ସ୍କୁଲ ଓ ଅଙ୍ଗନୱ।ଡି ଛୁଟି

April 19, 2026

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି। କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ ବେଲଘର ରେଞ୍ଜ ଝିରିପାଣି ବିଟରେ ପ୍ରବେଶ କରିଥିବା ବେଳେ ପ୍ରାୟ ୧୦ ଦିନ ହେବ ଗୋଟିଏ ପରେ ଗୋଟିଏ ଜଙ୍ଗଲ ଘୁରି ବୁଲୁଥିଲେ। ହାତୀପଲରେ ଗୋଟିଏ ଦନ୍ତା ହାତୀ ଅସୁସ୍ଥ ଅବସ୍ଥାରେ ବୁଲୁଥିବା ବନବିଭାଗ କର୍ମଚାରୀ ଦେଖିବାକୁ ପାଇଥିଲେ। ହାତୀ ଅସୁସ୍ଥ ସମ୍ପର୍କରେ ବାଲିଗୁଡ଼ା ଡିଏଫଓ ଘନଶ୍ୟାମ ମହନ୍ତକୁ ଖବର ଦେବା ପରେ ଘଟଣାସ୍ଥଳରେ ଡିଏଫଓ, ଏସିଏଫ୍ ପହଞ୍ଚି ପ୍ରାଣୀ ଚିକିତ୍ସାଳୟର ଡାକ୍ତର ମାନଙ୍କ ଦ୍ୱାରା ଚିକିତ୍ସା ଆରମ୍ଭ କରିଥିଲେ | କିନ୍ତୁ ଚିକିତ୍ସା ସତ୍ତ୍ବେ ହାତୀଟି ଆଖି ବୁଜି ଦେଇଥିଲା। ତେବେ ବେଲଘର ରେଞ୍ଜରେ ଗତ ୪ମାସ ଭିତରେ ୩ଟି ହାତୀ ମରିଥିବା ବେଳେ ଏହାକୁ ନେଇ ପରିବେଶବିତଙ୍କ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି । ବେଲଘର ରେଞ୍ଜରେ ଗତ ୨୦୨୫ ଡିସେମ୍ବର ୧୨ରେ ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ ଜାନୁଆରି ୫ରେ ଆଉ ଏକ ହାତୀର ମୃତ୍ୟୁ ହୋଇଥିଲା। ହାତୀମୃତ୍ୟୁ ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। କାହିଁକି ନା ହାତୀ ମୃତ୍ୟୁ ଘଟଣାକୁ ଲୁଚାଇବାକୁ ସେତେବେଳେ ଖୋଦ୍ ବନ କର୍ମଚାରୀ ସାମିଲ ହୋଇଥିଲେ । ଏହି ଘଟଣାରେ ସେତେବେଳେ ଜଣେ ରେଞ୍ଜର ଓ ଏସିଏଫ୍ ନିଲମ୍ବିତ ହୋଇଥିଲେ । ପୁଣି ଆଜି ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ କେଉଁ କାରଣରୁ ହାତୀଟି ମଲା ସେ ନେଇ ବନ ବିଭାଗ ପକ୍ଷରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ। କିନ୍ତୁ ହାତୀଟି ଗୋଠଛଡା ହୋଇ ଶିମିଳିପଦର, ମୁଣ୍ଡୁଟି ଓ ଦେଶୁଘାଟି ରାସ୍ତାକଡ଼ ଜଙ୍ଗଲରେ ବୁଲି ନପାରି ପଡ଼ି ରହୁଥିଲା ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ଠିକ ଭାବେ ଚିକିତ୍ସା କରାଯାଇ ପାରି ନଥିବାରୁ ହାତୀଟି ହୁଏତ ପ୍ରାଣ ହରାଇଛି ବୋଲି ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ସୁରକ୍ଷା ଦିଗରେ ଠିକ ପଦେକ୍ଷପ ନିଆଯାଉ ନଥିବାରୁ ୪ ମାସରେ ଏହି ରେଞ୍ଜରେ ତିନିଟି ହାତୀ ମରିବା ସବୁଠୁ ଉଦ୍‌ବେଗର ବିଷୟ ବୋଲି ପରିବେଶବିତ ମାନେ କହିଛନ୍ତି ।

April 19, 2026

3D Glass Solution ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

April 19, 2026

ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ-ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ-ଜମି ଚିହ୍ନଟ ପାଇଁ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପୂର୍ତ୍ତ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ନିର୍ଦ୍ଦେଶ-ମେଡିକାଲ କଲେଜ ନିର୍ମାଣ ପାଇଁ କେତେ ଅର୍ଥ ଖର୍ଚ୍ଚ ହେବ ତା’ର ଆକଳନ ନିର୍ଦ୍ଦେଶ-ଗଜପତି , ମାଲକାନଗିରି , ରାୟଗଡ଼ାରେ ହେବ ଆୟୁର୍ବେଦିକ ମେଡିକାଲ କଲେଜ-ଗଜପତି , ମାଲକାନଗିରି , ରାୟଗଡ଼ାରେ ହେବ ଆୟୁର୍ବେଦିକ ମେଡିକାଲ କଲେଜ-ଜମି ଓ ଖର୍ଚ୍ଚ ଆକଳନ ରିପୋର୍ଟ ମିଳିଲେ ପ୍ରଶାସନିକ ଅନୁମୋଦନ ଦିଆଯିବ

April 19, 2026

Recent News

We bring you the best News Portal that you find for news, magazine, personal blog, etc. Check our landing page for details.

Follow Us

Browse by Category

  • Application
  • Fashion
  • Gadget
  • Gaming
  • Mobile
  • Review
  • Startup
  • Technology
  • Uncategorized
  • ଖାଦ୍ୟ
  • ଖେଳ
  • ଜୀବନଚର୍ଯ୍ୟା
  • ନ୍ୟୁଜ୍
  • ପର୍ବପର୍ବାଣୀ
  • ବିଜ୍ଞାନ
  • ବିଦେଶ
  • ବ୍ୟବସାୟ
  • ଭ୍ରମଣ
  • ମନୋରଞ୍ଜନ
  • ରାଜନୀତି
  • ସଂଗୀତ
  • ସିନେମା
  • ସ୍ୱାସ୍ଥ୍ୟ

Recent News

କାଲିଠୁ ସ୍କୁଲ ଓ ଅଙ୍ଗନୱ।ଡି ଛୁଟି

April 19, 2026

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି। କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ ବେଲଘର ରେଞ୍ଜ ଝିରିପାଣି ବିଟରେ ପ୍ରବେଶ କରିଥିବା ବେଳେ ପ୍ରାୟ ୧୦ ଦିନ ହେବ ଗୋଟିଏ ପରେ ଗୋଟିଏ ଜଙ୍ଗଲ ଘୁରି ବୁଲୁଥିଲେ। ହାତୀପଲରେ ଗୋଟିଏ ଦନ୍ତା ହାତୀ ଅସୁସ୍ଥ ଅବସ୍ଥାରେ ବୁଲୁଥିବା ବନବିଭାଗ କର୍ମଚାରୀ ଦେଖିବାକୁ ପାଇଥିଲେ। ହାତୀ ଅସୁସ୍ଥ ସମ୍ପର୍କରେ ବାଲିଗୁଡ଼ା ଡିଏଫଓ ଘନଶ୍ୟାମ ମହନ୍ତକୁ ଖବର ଦେବା ପରେ ଘଟଣାସ୍ଥଳରେ ଡିଏଫଓ, ଏସିଏଫ୍ ପହଞ୍ଚି ପ୍ରାଣୀ ଚିକିତ୍ସାଳୟର ଡାକ୍ତର ମାନଙ୍କ ଦ୍ୱାରା ଚିକିତ୍ସା ଆରମ୍ଭ କରିଥିଲେ | କିନ୍ତୁ ଚିକିତ୍ସା ସତ୍ତ୍ବେ ହାତୀଟି ଆଖି ବୁଜି ଦେଇଥିଲା। ତେବେ ବେଲଘର ରେଞ୍ଜରେ ଗତ ୪ମାସ ଭିତରେ ୩ଟି ହାତୀ ମରିଥିବା ବେଳେ ଏହାକୁ ନେଇ ପରିବେଶବିତଙ୍କ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି । ବେଲଘର ରେଞ୍ଜରେ ଗତ ୨୦୨୫ ଡିସେମ୍ବର ୧୨ରେ ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ ଜାନୁଆରି ୫ରେ ଆଉ ଏକ ହାତୀର ମୃତ୍ୟୁ ହୋଇଥିଲା। ହାତୀମୃତ୍ୟୁ ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। କାହିଁକି ନା ହାତୀ ମୃତ୍ୟୁ ଘଟଣାକୁ ଲୁଚାଇବାକୁ ସେତେବେଳେ ଖୋଦ୍ ବନ କର୍ମଚାରୀ ସାମିଲ ହୋଇଥିଲେ । ଏହି ଘଟଣାରେ ସେତେବେଳେ ଜଣେ ରେଞ୍ଜର ଓ ଏସିଏଫ୍ ନିଲମ୍ବିତ ହୋଇଥିଲେ । ପୁଣି ଆଜି ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ କେଉଁ କାରଣରୁ ହାତୀଟି ମଲା ସେ ନେଇ ବନ ବିଭାଗ ପକ୍ଷରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ। କିନ୍ତୁ ହାତୀଟି ଗୋଠଛଡା ହୋଇ ଶିମିଳିପଦର, ମୁଣ୍ଡୁଟି ଓ ଦେଶୁଘାଟି ରାସ୍ତାକଡ଼ ଜଙ୍ଗଲରେ ବୁଲି ନପାରି ପଡ଼ି ରହୁଥିଲା ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ଠିକ ଭାବେ ଚିକିତ୍ସା କରାଯାଇ ପାରି ନଥିବାରୁ ହାତୀଟି ହୁଏତ ପ୍ରାଣ ହରାଇଛି ବୋଲି ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ସୁରକ୍ଷା ଦିଗରେ ଠିକ ପଦେକ୍ଷପ ନିଆଯାଉ ନଥିବାରୁ ୪ ମାସରେ ଏହି ରେଞ୍ଜରେ ତିନିଟି ହାତୀ ମରିବା ସବୁଠୁ ଉଦ୍‌ବେଗର ବିଷୟ ବୋଲି ପରିବେଶବିତ ମାନେ କହିଛନ୍ତି ।

April 19, 2026
  • About
  • Advertise
  • Privacy & Policy
  • Contact

© 2025 OD Times - Popular News Portal, Design by Kartikdesign.