ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ କାମ ବନ୍ଦ…
- ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ପାଇଁ ନିର୍ଦ୍ଦେଶ
- ଶ୍ରମିକମାନଙ୍କୁ କାମରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗର ନିର୍ଦ୍ଦେଶ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି
- ଶ୍ରମିକଙ୍କ ପାଇଁ ରେଷ୍ଟ ସେଡ୍, ପାନୀୟ ଜଳ ଓ ଫାଷ୍ଟ ଏଡ୍ କରିବାକୁ ନିର୍ଦ୍ଦେଶକ ଚିଠି
- ଶ୍ରମିକଙ୍କ ପାଇଁ ରେଷ୍ଟ ସେଡ୍, ପାନୀୟ ଜଳ ଓ ଫାଷ୍ଟ ଏଡ୍ କରିବାକୁ ନିର୍ଦ୍ଦେଶ
- ଅପ୍ରୀତିକର ପରିସ୍ଥିତି ଉପୁଜିବା ପୂର୍ବରୁ ସଚେତନତା ସୃଷ୍ଟି ପାଇଁ ପରାମର୍ଶ