ପାଣ୍ଡିଆନଙ୍କ ପାଇଁ ବିଜେଡି ଛାଡ଼ିଲି- ଦେବାଶିଷ

ପାଣ୍ଡିଆନଙ୍କ ପାଇଁ ବିଜେଡି ଛାଡ଼ିଲି- ଦେବାଶିଷ
-ପାଣ୍ଡିଆନଙ୍କ ପାଇଁ ବିଜେଡି ଛାଡ଼ିଲି କହି ରୋଷ ଝାଡ଼ିଲେ ଦେବାଶିଷ
-ବର୍ଷେ ହେଲାଣି ନବୀନ ବାବୁଙ୍କୁ ମୋତେ ଦେଖା କରାଇ ଦେଉ ନଥିଲେ
-ସେ ଭଲ ଭାବେ ଜାଣିଥିଲେ ନବୀନ ବାବୁଙ୍କ ସହ ମୋର ସଂପର୍କ କଣ
-ବିଜେଡିକୁ ସଂଗଠିତ କରିବା ନୁହେଁ , କିପରି ଅଧିକରୁ ଅଧିକ ସସ୍‌ପେଣ୍ଡ କାର୍ଯ୍ୟ
-ନବୀନ ବାବୁ କହିଥିଲେ ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି
-ମାତ୍ର ଟ୍ରଷ୍ଟ ନାଁରେ ବାପା ବିଜୁ ବାବୁ କରିଥିବା ଘର ତାଙ୍କୁ ଦେଇଦେଲେ
-ଏହା ବିଜୁ ବାବୁଙ୍କ ଲିଗାସି ପ୍ରତି ଘୋର ଅପମାନ ଥିଲା- ଦେବାଶିଷ
-ବିଜୁ ବାବୁଙ୍କ ସଂପତ୍ତି ତାମିଲ୍ ଲୋକଙ୍କୁ ଯିବ ମୁଁ ଗ୍ରହଣ କରିପାରୁନି

Related posts

Leave a Comment