ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ

-ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ
-ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ କମିଟି ଗଠନ
-ବାଚସ୍ପତି ସୁରମା ପାଢ଼ୀ ହେଲେ ଶ୍ରେଷ୍ଠ ବିଧାୟକ ଚୟନ କମିଟି ଅଧକ୍ଷ
-ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଧାୟକ ଜୟନାରାୟଣ ମିଶ୍ର ସଦସ୍ୟ
-ବିଧାୟକ ଭାସ୍କର ମଢେଇ, ପୂର୍ବତନ ବିଧାୟକ ଅରବିନ୍ଦ ଢାଲି ସଦସ୍ୟ
-ଅମର ପ୍ରସାଦ ଶତପଥୀ ଓ ବରିଷ୍ଠ ସାମ୍ବାଦିକ ରାଜାରାମ ଶତପଥୀ ସଦସ୍ୟ
-ବିଧାନସଭାର ଶ୍ରେଷ୍ଠ ବିଧାୟକ ପୁରସ୍କାର ପାଇଁ ମନୋନୀତ କରିବ କମିଟି

Related posts

Leave a Comment