୨ରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା

- ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
- ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ବିଭାଗର ସମୀକ୍ଷା
- ୨ ବର୍ଷର ପ୍ରଦର୍ଶନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଉଛନ୍ତି ସବୁ ବିଭାଗର ମନ୍ତ୍ରୀ
- ୯ ତାରିଖ ଭିତରେ ସବୁ ବିଭାଗର ରିପୋର୍ଟ ସମୀକ୍ଷା ଶେଷ ହେବ
- ରିପୋର୍ଟ କାର୍ଡ ସମୀକ୍ଷା ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ପ୍ରତିକ୍ରିୟା
- ‘୨ ବର୍ଷ ମଧ୍ୟରେ ଆମ ବିଭାଗ ବହୁତ କାମ କରିଛି’
- ‘ପୂର୍ବରୁ ମେଟାଲ ସେକ୍ଟରରେ ଅଧିକ ପୁଞ୍ଜି ନିବେଶ ଆସୁଥିଲା’
- ‘ଏବେ ଅକ୍ଷୟ ଶକ୍ତି, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଅଧିକ ପୁଞ୍ଜି ଆସୁଛି’
- ‘ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଆ ପିଲାଙ୍କୁ ବିଶ୍ୱସ୍ତରରେ ସଫଳତା ମିଳୁଛି’