୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

  • ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
  • ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚନା ଦେଲେ ସାଂସଦ ନବଚରଣ ମାଝୀ
  • ୧୯ ତାରିଖରେ ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ଆସିବା ନେଇ ସୂଚନା
  • ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ସାଂସଦଙ୍କ ସୂଚନା
  • ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Related posts

Leave a Comment