ଅପପୁଷ୍ଟି ଲଢେଇ: ପିଲାଙ୍କୁ ଦୈନିକ ୧୮ଟଙ୍କା

-ଓଡ଼ିଶା ଅପପୁଷ୍ଟି ଲଢେଇରେ ଆଉ ଏକ ବଡ଼ ପଦକ୍ଷେପ
-ଅଣ୍ଡରୱେଟ ଶିଶୁଙ୍କ ଜଳଖିଆ ଖର୍ଚ୍ଚକୁ ବୃଦ୍ଧି କଲେ ରାଜ୍ୟ ସରକାର
-ଜଳଖିଆ ଖର୍ଚ୍ଚ ୮ରୁ ୧୨ ଟଙ୍କାକୁ ବୃଦ୍ଧି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ
-ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୃଷ୍ଟି ଯୋଜନାର ୬ ଟଙ୍କାକୁ ମିଶାଇ ୧୮ ଟଙ୍କା ଦିଆଯିବ
-ରାଜ୍ୟରେ ୩୫ ହଜାର ଶିଶୁ ସିଭିଅର ଅଣ୍ଡରରେଟ ଅଛନ୍ତି’
-ଶିଶୁର ପ୍ରଥମ ୧୦୦୦ ଦିନ ପୋଷଣ ଆଧାରିତ ଡିଜିଟାଲ ବୁକଲେଟ୍ ଉନ୍ମୋଚନ
-‘ଏହା ଓଡ଼ିଶାକୁ ୨୦୩୬ ସୁଦ୍ଧା ପୋଷଣ ଯୁକ୍ତ କରିବାରେ ସହାୟକ ହେବ’