କର୍ଣ୍ଣାଟକରେ ଶିବକୁମାର ସରକାର June 3, 2026 OD Times କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର ଲୋକଭବନରେ ଶପଥ ପାଠ କରାଇଲେ ରାଜ୍ୟପାଳ ଜି ପରମେଶ୍ବର ଉପମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ କଂଗ୍ରେସ ଅଧ୍ୟକ୍ଷ ଖଡ୍ଗେ, ବିରୋଧୀଦଳ ନେତା ରାହୁଲ ଉପସ୍ଥିତ ବିଦାୟୀ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ମଧ୍ୟ ଉପସ୍ଥିତ