ଖୁବଶୀଘ୍ର ଆସିବ ପ୍ଲାଷ୍ଟିକ୍ ନୋଟ୍

-ଦେଶରେ ଏବେ କାଗଜ ନୋଟ୍ ବଦଳରେ ଆସିବ ପ୍ଲାଷ୍ଟିକ୍ ନୋଟ୍
-ଖୁବଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ଆସିବା ନେଇ RBI ଗଭର୍ଣ୍ଣରଙ୍କ ସୂଚନା
-୧୦ ବର୍ଷ ତଳେ RBI ଦେଇଥିବା ପ୍ରସ୍ତାବ ପ୍ରାଥମିକ ପର୍ଯ୍ୟାୟରେ ଅଛି
-କାଗଜ ନୋଟ୍ ମୁଦ୍ରଣରେ ଅଧିକ ଖର୍ଚ୍ଚ ହେଉଥିବାରୁ ଏଭଳି ନିଷ୍ପତ୍ତି
-ପ୍ରଥମେ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ଆଣିବାକୁ ଯୋଜନା
-ପରୀକ୍ଷାମୂଳକ ଭାବେ କିଛି ବଛାବଛା ସହରରେ ପ୍ରଥମେ ପ୍ରଚଳନ ହେବ
-ସଫଳ ହେଲେ ପୂରା ଦେଶରେ ପ୍ରଚଳନ ହେବ ପ୍ଲାଷ୍ଟିକ୍ ନୋଟ୍
-ଏହା ୱାଟରପ୍ରୁଫ୍ ରହିବ, ଫଳରେ କାଗଜ ନୋଟ୍ ତୁଳନାରେ ଅଧିକ ଦିନ ତିଷ୍ଠିବ

Related posts

Leave a Comment