ଘରୋଇ LPG ସିଲିଣ୍ଡର ଦାମ୍ ୨୯ ଟଙ୍କା ବୃଦ୍ଧି

ପୁଣି ମହଙ୍ଗା ହେଲା ଘରୋଇ ଗ୍ୟାସ୍..
-ଘରୋଇ LPG ସିଲିଣ୍ଡର ଦାମ୍ ୨୯ ଟଙ୍କା ବୃଦ୍ଧି
-ଆଜିଠୁ ସାରା ଦେଶରେ ନୂଆ ଦର ଲାଗୁ
-ଭୁବନେଶ୍ୱରରେ ଘରୋଇ ଗ୍ୟାସ୍ ଦର ଛୁଇଁଲା ୯୬୮ ଟଙ୍କା
-ପୂର୍ବରୁ ୧୪.୨ କେଜି ସିଲିଣ୍ଡରର ମୂଲ୍ୟ ଥିଲା ୯୩୯ ଟଙ୍କା
-ଦିଲ୍ଲୀରେ ଘରୋଇ ଗ୍ୟାସ୍ ସିଲିଣ୍ଡର ୯୧୩ରୁ ୯୪୨ ଟଙ୍କାକୁ ବୃଦ୍ଧି
-ମାର୍ଚ୍ଚରେ ଘରୋଇ ଗ୍ୟାସ୍ ସିଲିଣ୍ଡର ୬୦ ଟଙ୍କା ବୃଦ୍ଧି ହୋଇଥିଲା