ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବାକୁ ନିର୍ଦ୍ଦେଶ

ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବାକୁ ନିର୍ଦ୍ଦେଶ
-ନିର୍ଦ୍ଦେଶ ଦେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ
-ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର
-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପରେ କଲେ ହସ୍ତକ୍ଷେପ
-ଏଥିପାଇଁ କ୍ୟାବିନେଟ୍ରେ ପ୍ରସ୍ତାବ ପାରିତ କରାଯିବ: ଶୁଭେନ୍ଦୁ ଅଧିକାରୀ