ମୁଖମନ୍ତ୍ରୀଙ୍କ କାର୍ଯ୍ୟାଳୟ ରୁ ଫାଇଲ୍‌ ଗାଏବ ଘଟଣାରେ ଗୁରୁତର ଅଭିଯୋଗ ଆଣିଲେ ରାଜସ୍ବ ମନ୍ତ୍ରୀ।

ନବୀନଙ୍କ ପାଖରୁ ଫାଇଲ୍‌ ଫେରିନି, ରାଜସ୍ବ ମନ୍ତ୍ରୀ।
ମୁଖମନ୍ତ୍ରୀଙ୍କ କାର୍ଯ୍ୟାଳୟ ରୁ ଫାଇଲ୍‌ ଗାଏବ ଘଟଣାରେ ଗୁରୁତର ଅଭିଯୋଗ ଆଣିଲେ ରାଜସ୍ବ ମନ୍ତ୍ରୀ।
ନାଇଡୁ କମିଶନ ରିପୋର୍ଟ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ରିପୋର୍ଟର ତଥ୍ୟ ରଖିଲେ।
ଉଭୟ ରିପୋର୍ଟ ଗୃହ ବିଭାଗରୁ ତତ୍‌କାଳୀନ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଯାଇଛି । ତତ୍‌କାଳୀନ ମୁଖ୍ୟ ସଚିବଙ୍କ ଜରିଆରେ ଯିବାର ପ୍ରମାଣ ରହିଛି। ମାତ୍ର ତତ୍‌କାଳୀନ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଆଉ ଫେରି ନାହିଁ ।
ଯଦି ତତ୍‌କାଳୀନଙ୍କ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫେରିଥାନ୍ତା ପ୍ରମାଣ ରହିଥାନ୍ତା। ରାଜ୍ୟ ସରକାରଙ୍କ ହୃଦବୋଧ ହେଲା ଫାଇଲ୍‌ ଫେରିବା ସମ୍ଭାବନା କମ୍‌।
-‘ଏହା ଭୁଲବଶତଃ ନୁହେଁ, ଉଦ୍ଦେଶ୍ୟମୂଳକ ଭାବେ ଏପଟସେପଟ ହୋଇଛି।
ତେଣୁ ଗୃହ ବିଭାଗର ଜଣେ ଅଧିକାରୀ କ୍ୟାପିଟାଲ ଥାନାରେ ଏତଲା କରିଛନ୍ତି।
ତଦନ୍ତ ଆରମ୍ଭ ହେଲେ ଫାଇଲ୍‌ ମିଳିବ। ରାଜ୍ୟ ସରକାର ସାର୍ବଜନୀନ କରିବେ।

Related posts

Leave a Comment