ଗୋଚାଲାଣ ରୋକିବା ବେଳେ ବ୍ଲାଙ୍କ୍ ଫାୟାରିଂ

ଗୋଚାଲାଣ ରୋକିବା ବେଳେ ବ୍ଲାଙ୍କ୍ ଫାୟାରିଂ…
-ବୌଦ୍ଧ: ଗୋଚାଲାଣ ରୋକିବା ବେଳେ ମାଫିଆଙ୍କ ଫାଙ୍କା ଗୁଳିଚାଳନା
-ବଜରଙ୍ଗ ଦଳ ଉପରେ ଫାଙ୍କା ଗୁଳିଚାଳନା ହୋଇଥିବା ଅଭିଯୋଗ
-ବାଉଁଶୁଣି ଥାନା ଟାଲୁପାଲି ରେଲୱେ ବ୍ରିଜ ନିକଟରେ ଫାଙ୍କା ଗୁଳିଚାଳନା
-ଘଟଣାସ୍ଥଳରୁ ୭୫ ଗୋରୁ ଉଦ୍ଧାର; ମାଫିଆ ଫେରାର