ଧୀରଜ ସେଠ୍ ନୂଆ ସ୍ଥଳସେନା ମୁଖ୍ୟ

ଧୀରଜ ସେଠ୍ ନୂଆ ସ୍ଥଳସେନା ମୁଖ୍ୟ…
– ନୂଆ ସ୍ଥଳସେନା ମୁଖ୍ୟଙ୍କୁ ନିଯୁକ୍ତି ଦେଲେ କେନ୍ଦ୍ର ସରକାର
– ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
– ସ୍ଥଳସେନା ମୁଖ୍ୟ ଭାବେ ଆସନ୍ତା ୩୦ରେ ଦାୟିତ୍ଵ ନେବେ
– ଜେନେରାଲ୍ ଉପେନ୍ଦ୍ର ଦ୍ଵିବେଦୀଙ୍କଠାରୁ ଦାୟିତ୍ଵ ନେବେ ଧୀରଜ ସେଠ୍
– ଜୁନ୍ ୩୦ରୁ ୨୦୨୮ ଅଗଷ୍ଟ ୩୧ ଯାଏଁ ସ୍ଥଳସେନା ମୁଖ୍ୟ ଦାୟିତ୍ବରେ ରହିବେ
– ଏବେ ଉପସେନା ମୁଖ୍ୟ ଅଛନ୍ତି ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍