
ମମତ। ପାଇଁ ଆଉ ଏକ ବଡ଼ ଆଘାତ
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହାଇକୋର୍ଟରୁ ଏକ ବଡ଼ ଝଟକା।
ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ପଦବୀକୁ ନେଇ ଚାଲିଥିବା ବିବାଦ ମଧ୍ୟରେ, ହାଇକୋର୍ଟ ଏବେ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ସ୍ଥଗିତାଦେଶ ଦେବାକୁ ମନା କରିଦେଇଛନ୍ତି।
ଫଳସ୍ୱରୂପ, ରୀତାବ୍ରତ ବାନାର୍ଜୀ ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ରହିବେ।