SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ

SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ
-ମୃତକ ହେଲେ ବୌଦ୍ଧ ଡିମିରିଖୋଲ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୟନ ସାହୁ
-ସେ SIR କାମରେ BLO ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ
-SIR କାମ ଚାପରେ ବାପା ବିଷ ପିଇ ଜୀବନ ହାରିଥିବା ଅଭିଯୋଗ କରିଛନ୍ତି ପୁଅ
-‘ବାପାଙ୍କୁ ସସପେଣ୍ଡ କରିବାକୁ ଧମକ ଦିଆଯାଇଥିଲା, ଏନେଇ ସେ ମାନସିକ ଚାପରେ ରହୁଥିଲେ’