ଆସୁଛି ୨ଟି ଘୂର୍ଣ୍ଣିବଳୟ ପରେ ଲଘୁଚାପ

– ଆସୁଛି ୨ଟି ଘୂର୍ଣ୍ଣିବଳୟ, ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ମାତ୍ରା
– ଆସନ୍ତା ୨୫ କିମ୍ବା ୨୬ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା
– ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା
– ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୨୫ରୁ ୨୭ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା
– ୨୮ରୁ ୨୯ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା
– ଜୁଲାଇ ପ୍ରଥମ ସପ୍ତାହ ୨ରୁ ୪ ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା