ବିଭିନ୍ନ କ୍ଷେତ୍ରରେ ଅବଦାନ ପାଇଁ ୬୫ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ

ଅଲ୍‌କା ୟାଗନିକ ଓ ମାମୁଟ୍ଟିଙ୍କୁ ପଦ୍ମଭୂଷଣ…

-ବିଭିନ୍ନ କ୍ଷେତ୍ରରେ ଅବଦାନ ପାଇଁ ୬୫ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ
-ସ୍ବତନ୍ତ୍ର ସମାରୋହରେ ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
-୨ ଜଣଙ୍କୁ ପଦ୍ମବିଭୂଷଣ, ୭ ଜଣଙ୍କୁ ପଦ୍ମଭୂଷଣ, ୫୬ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ
-ବଲିଉଡ୍ କଣ୍ଠଶିଳ୍ପୀ ଅଲ୍‌କା ୟାଗନିକଙ୍କୁ ପଦ୍ମଭୂଷଣ ପ୍ରଦାନ
-ଟେନିସ୍‌ ଲିଜେଣ୍ଡ ବିଜୟ ଅମ୍ରିତରାଜଙ୍କୁ ପଦ୍ମଭୂଷଣ ସମ୍ମାନ
-ମାଲାୟଲମ ସୁପରଷ୍ଟାର ମାମୁଟ୍ଟିଙ୍କୁ ମଧ୍ୟ ପଦ୍ମଭୂଷଣ ସମ୍ମାନ
-ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମଭୂଷଣ ସମ୍ମାନ

Related posts

Leave a Comment