ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲା ରାଇଘର ପଶୁଧନ ନିରୀକ୍ଷକ

-ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲା ରାଇଘର ପଶୁଧନ ନିରୀକ୍ଷକ ପ୍ରଫୁଲ୍ଲ ହାଲଦାର
-ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ସବ୍ସିଡି ମୁକ୍ତ କରିବା ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ଟିମ୍