ସ୍କୁଲ ବହି ତ୍ରୁଟି: ୪ ନିଲମ୍ବିତ

-ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଆକ୍ସନ
-କମିଟି ସୁପାରିସ୍ ଅନୁଯାୟୀ ୪ ଅଧିକାରୀ ନିଲମ୍ବିତ
-ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀ ନିଲମ୍ବିତ
-୩ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ ସାହୁ ଓ ଭାରତୀ ଟୁଡୁ ବି ନିଲମ୍ବିତ
-୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
-ବନ୍ଦିତା ପଟ୍ଟନାୟକ, ମାନସ ରାଉତ, ମନୋରଞ୍ଜନ ମହାପାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
-ପ୍ରଶାନ୍ତ ସାହୁ, ମାନସ ନାୟକ, ସୁଦର୍ଶନ ସନ୍ତରାଙ୍କ ଉପରେ ଶୃଙ୍ଖଳାଗତ ଆକ୍ସନ
-ମୁଖ୍ୟମନ୍ତ୍ରୀଙ୍କୁ କମିଟି ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ

Related posts

Leave a Comment