ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ

-ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି
-ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍ ସିସ୍ମୋଲୋଜି ପକ୍ଷରୁ କୁହାଯାଇଛି
-ରାତି ୭ଟା ୪ ମିନିଟ୍ ସମୟରେ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ଏହାର କେନ୍ଦ୍ରସ୍ଥଳ ୨୧୫ କି.ମି. ଗଭୀର ଥିଲା
-ଭୂକମ୍ପଜନିତ ମୃତାହତ ସଂଖ୍ୟା ଏବଂ କ୍ଷୟକ୍ଷତି ପରିମାଣ ଜଣାପଡ଼ିନାହିଁ
-ଏହାର ପ୍ରଭାବରେ ପାକିସ୍ତାନ ଏବଂ ଉତ୍ତରପଶ୍ଚିମ ଭାରତରେ ଝଟକା ଅନୁଭୂତ ହୋଇଛି