ବିହାର ନିର୍ବାଚନ; ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
-ମହାଗଠବନ୍ଧନ ପକ୍ଷରୁ ତେଜସ୍ବୀଙ୍କ ନାଁ ଘୋଷଣା
-ପ୍ରେସ୍ କନଫରେନ୍ସରେ ନାଁ ଘୋଷଣା କଲେ ଅଶୋକ ଗେହଲଟ୍
-ତେଜସ୍ବୀଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଭାବେ ସମର୍ଥନ କରିବୁ କହିଲେ ଗେହଲଟ
-VIP ମୁଖ୍ୟ ମୁକେଶ ସାହାଣୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା