🎡ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ଲଢ଼ିବେ ୪୪ ଜଣ ଓକିଲ -ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ଗିରଫ ବିକ୍ରମ ପଣ୍ଡା. କୋର୍ଟରେ ୱକାଲାତନାମା ଦାଖଲ କରିଛନ୍ତି ୪୪ ଓକିଲ ମଳୟ ବିଷୋୟୀ ଓ ମଦନ ଦଳେଇଙ୍କ ପାଇଁ ମଧ୍ୟ ଲଢ଼ିବେ