–

ସୁରକ୍ଷାକଡ଼ାକଡ଼ିପାଇଁମୁଖ୍ୟମନ୍ତ୍ରୀଙ୍କନିର୍ଦ୍ଦେଶ
-ଦିଲ୍ଲୀ ବିସ୍ଫୋରଣ ପରେ ପୋଲିସ ଡିଜିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
-ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ
-ବାଲିଯାତ୍ରା ଚାଲିଥିବାରୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
-ପ୍ରମୁଖ ସହର ଓ ସମ୍ୱେଦନଶୀଳ ସ୍ଥାନରେ ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ
-ସାଧାରଣ ଲୋକଙ୍କ ଜୀବନହାନି ନେଇ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
-ଦୁଃଖପ୍ରକାଶ ସହ ଘଟଣାର କଡ଼ା ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
-‘ଏଭଳି ଅମାନବୀୟ ଘଟଣାକୁ ଭାରତ କେବେ ବରଦାସ୍ତ କରିନାହିଁ, କି କରିବନି’




