
୯୬ ପ୍ରତିଶତ e-KYC ସରିଛି, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି*
*-ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର.*
*-‘ଗତ ୧୫ ମାସ ସରକାରରେ e-KYC ଲାଗୁ କରିଥିଲେ’*
*-‘୯୬% e-KYC କରିଛନ୍ତି, କେବଳ ୪% e-KYC କରି ନାହାନ୍ତି’*
*-‘୬ ଲକ୍ଷ ୯୫ ହଜାର ୫୩୦ ଜଣ ମୃତ, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି’*
*-‘୭୫ ହଜାର ୩୦ ସରକାରୀ ଚାକିରିଆ, ୪୫୪୯୬ ଆଇଟି ଦାତାଙ୍କ କାର୍ଡ କଟିଛି’*
*-‘ସମୁଦାୟ ୮ ଲକ୍ଷ ୧୬ ହଜାର ୫୬ ଜଣଙ୍କ ରାସନ କାର୍ଡ କଟିଛି’*
*-‘ଗରିବଙ୍କ ରାସନ କାର୍ଡ କାଟିନି, ପୋର୍ଟାଲରେ ଆବେଦନ କଲେ ଯାଞ୍ଚ ହେବ’*
*-‘ଗ୍ରାମାଞ୍ଚଳରେ ୧୩ ଲକ୍ଷ ୫୦, ସହରାଞ୍ଚଳରେ ୧ ଲକ୍ଷ ୫୦ ଜଣଙ୍କୁ କାର୍ଡ ଦିଆଯିବ*




