୯ଜେଲ୍ରୁ ୧୩କଏଦୀ ଫେରାର । ଜେଲ୍ରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର
ଗତବର୍ଷ ଜୁଲାଇରୁ ଏଯାବତ୍ ୯ଟି ଜେଲ୍ରୁ ୧୩ କଏଦୀ ଫେରାର’
ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ’
‘ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍ରେ ମୃତ୍ୟୁ ହୋଇଛି’
୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯ ଅଭିଯୁକ୍ତ ପୋଲିସ ହେପାଜତରୁ ଚମ୍ପ