ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
-ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏଁ ଯୁକ୍ତ ଦୁଇ ପରୀକ୍ଷା
-ପରୀକ୍ଷା ତାରିଖ ଘୋଷଣା କଲେ CHSE ଅଧ୍ୟକ୍ଷ
-ମୋଟ୍ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷା ଦେବେ
-ମୋଟ୍ ୧୩୫୦ଟି କେନ୍ଦ୍ରରେ ହେବ ପରୀକ୍ଷା
-ଡିସେମ୍ବର ୧୫ ସୁଦ୍ଧା ଆଡମିଟ୍ କାର୍ଡ ପ୍ରଦାନ କରାଯିବ
-୨୧୦ଟି ହବ୍ AI କ୍ୟାମେରା ନଜରରେ ରହିବ