
ଧାନ ସଂଗ୍ରହ ପ୍ରକ୍ରିୟା: ୫ ଜିଲ୍ଲାକୁ ଦିଆଯାଇଛି ଟୋକେନ
-୫ ଜିଲ୍ଲାକୁ ମୋଟ୍ ୨ ଲକ୍ଷ ୯୪ ହଜାର ୫୯୪ଟି ଟୋକେନ ଦିଆଯାଇଛି
-ଗୃହରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉତ୍ତର
-‘ବରଗଡ଼ରେ ୭୩୬୯୬, ବଲାଙ୍ଗିରରେ ୫୩୦୯୦, କଳାହାଣ୍ଡିରେ ୮୮୬୬୬ ଟୋକେନ୍’
-‘ନୂଆପଡ଼ାରେ ୨୯୭୮୬, ସମ୍ବଲପୁରରେ ୪୯୩୩୩ ଜଣଙ୍କୁ ଟୋକେନ୍ ଦିଆଯାଇଛି’
-‘ଶୀଘ୍ର ଅନ୍ୟ ଅଞ୍ଚଳରେ ମଧ୍ୟ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରାଯିବ’
-‘ଚଳିତ ଖରିଫ ଋତୁରେ ୧୯ ଲକ୍ଷ ୬୭ ହଜାର ୮୧୨ ଚାଷୀ ପଞ୍ଜିକୃତ ହୋଇଛନ୍ତି’
-‘ଆଗକୁ ଶହେଟି ମଡେଲ ମଣ୍ଡି ଖୋଲିବାକୁ ଯୋଜନା କରିଛନ୍ତି ସରକାର’




