
ବର୍ଦ୍ଧିତ ଦରମା ନେବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ*
*-ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ଅବଗତ କଲେ*
*-ବର୍ଦ୍ଧିତ ଦରମା ଗରିବଙ୍କ ପାଇଁ ବିନିଯୋଗ କରିବାକୁ ଚିଠିରେ ଲେଖିଲେ*
*-‘୨୫ ବର୍ଷ ହେଲା ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା, ସମର୍ଥନ ପାଇ ଆସୁଛି’*
*-‘ମୋ ପ୍ରତି ଓ ସ୍ବର୍ଗତ ମୋ ବାପାଙ୍କ ପ୍ରତି ସ୍ନେହ ପାଇଁ ମୁଁ ଚିର ଋଣୀ’*
*-‘୨୦୧୫ରେ ପୈତୃକ ସଂପତ୍ତି ଆନନ୍ଦ ଭବନକୁ ଓଡ଼ିଶାବାସୀଙ୍କ ପାଇଁ ଉତ୍ସର୍ଗ’*
*-‘ତେଣୁ ବର୍ଦ୍ଧିତ ଦରମା ଗରିବଙ୍କ ପାଇଁ ବିନିଯୋଗ କରିବାକୁ ଅନୁରୋଧ କରୁଛି’*




