ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ ବାରଙ୍ଗ ତହସିଲ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢାଉ ଜାରିl ଭୁବନେଶ୍ୱର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା ଠାବ ବଡ଼ଗଡ଼ ବ୍ରିଟ୍ କଲୋନୀରେ ୩ ମହଲା ଓ ଖୋର୍ଦ୍ଧାର ସାନପଲ୍ଲାରେ ୨ ମହଲା କୋଠା l ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି l ଚଢାଉରେ ୪ DSP, ୭ ଇନ୍ସପେକ୍ଟର, ଜଣେ SI ଓ ୮ ASI ଚଢାଉରେ ସାମିଲ୍





