
- ଜୈବ ବିବିଧତା ଓ ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ
- ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି
- ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଆଇଆଇଟି ଚେନ୍ନାଇକୁ DPR ନିର୍ଦ୍ଦେଶ
- ମୁହାଣ ପୋତି ହେବା କାରଣରୁ ପାଣି ସମୁଦ୍ରକୁ ଠିକ୍ ଭାବେ ଯାଇପାରୁନି
- ସମୁଦ୍ର ପାଣି ମଧ୍ୟ ଚିଲିକା ମଧ୍ୟକୁ ଠିକ୍ ଭାବେ ପ୍ରବେଶ କରିପାରୁ ନାହିଁ
- ଚିଲିକା ଜଳର କ୍ଷାରୀୟତା ନଷ୍ଟ ହେଉଛି, ଜୈବ ବିବିଧତା ସନ୍ତୁଳନ ରହୁନି




