-ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ-୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା-ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି-ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା-ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା