ଏପ୍ରିଲରୁ ଓଡ଼ିଶା ରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା।ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣଙ୍କ ସୂଚନା ।
ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା।୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା’।
ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ।
‘-ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ହେବ ଜନଗଣନା’।
ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ’।
‘-ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ’ ।




