
-ଶାନ୍ତିଶୃଙ୍ଖଳା ରଖିବାକୁ ଅପିଲ୍ କଲେ ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ
-ସୁନ୍ଦରଗଡ଼ ସହରରେ ଗୋଷ୍ଠୀ ସଂଘର୍ଷକୁ ନେଇ ଡିଆଇଜିଙ୍କ ଅପିଲ୍
-‘ସ୍ଥିତିକୁ ଦେଖି ୧୦ ପ୍ଲାଟୁନ୍ ଫୋର୍ସ ବ୍ୟବସ୍ଥା କରାଯାଇଛି’
-‘ଶାନ୍ତି କମିଟି ବୈଠକ ଡାକି ସମାଧାନ କରିବାକୁ ଏସ୍ପିଙ୍କୁ ନିର୍ଦ୍ଦେଶ ଦେଇଛି’
-‘ଇଣ୍ଟରନେଟ୍ ବାବଦରେ ଜିଲ୍ଲାପାଳ, ଏସ୍ପି ବିଚାରବିମର୍ଶ କରୁଛନ୍ତି’
-‘ଟେକାପଥର ମାଡ଼ରେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି’




