-ଗୋଷ୍ଠୀ ସଂଘର୍ଷ ପରେ ସୁନ୍ଦରଗଡ଼ରେ ଇଣ୍ଟରନେଟ୍ ସେବା ବନ୍ଦ
-୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ କଲା ଜିଲ୍ଲା ପ୍ରଶାସନ
-ଆଜି ସଂଧ୍ୟା ୬ରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ
-ପୂରା ସୁନ୍ଦରଗଡ଼ ସହରରେ BNS ୧୬୩ ଜାରି
-ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଇଛି କହିଲେ ଜିଲ୍ଲାପାଳ
-ଶାନ୍ତି କମିଟି ଡାକି ବୈଠକ ପାଇଁ ଚେଷ୍ଟା କରାଯାଉଛି- ଜିଲ୍ଲାପାଳ