
ଅରବିନ୍ଦଙ୍କ ନିଲମ୍ବନ ପଛର କାରଣ କହିଲା ବିଜେଡି
୨୨ ମାସ ହେଲା ଗୁଇନ୍ଦା ରିପୋର୍ଟ ନେଉଥିଲା bjd
‘ଟିକେଟ୍ ନେବା ପରଠୁ ଦଳ ସହ ବିଶ୍ବାସଘାତକତା କରିଥିଲେ’
‘ବାପ ପୁଅ ଦଳ ଭାବେ ପାଟକୁରାରେ ଶାସନ କରୁଥିଲେ’
‘ସାଂସଦ ପ୍ରାର୍ଥୀଙ୍କୁ ହରାଇବାକୁ ଷଡ଼ଯନ୍ତ୍ରର ମଙ୍ଗ ଧରିଥିଲେ’
‘କାର୍ଯ୍ୟକ୍ରମରେ ଦଳୀୟ ଚିହ୍ନ, ସଭାପତିଙ୍କ ଫଟୋ ରଖୁନଥିଲେ’
‘ପଞ୍ଚାୟତରେ ଦଳ ଲୋକଙ୍କୁ ହଟାଇ ନିଜ ଲୋକ ରଖୁଥିଲେ’




