
-କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରେସ୍ମିଟ୍
-ବଜେଟ୍ରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ରହିଛି
-ଇଷ୍ଟ- ୱେଷ୍ଟ କରିଡରରୁ ଓଡ଼ିଶାକୁ ବଡ଼ ଫାଇଦା ମିଳିବ
-ଇଷ୍ଟ- ୱେଷ୍ଟ କରିଡର ଓଡ଼ିଶା ଦେଇ ଛତିଶଗଡ଼, ମହାରାଷ୍ଟ୍ର, ଗୁଜରାଟ ଯିବ
-ଓଡ଼ିଶାର ଶିଳ୍ପ ବିକାଶରେ ଇଷ୍ଟ- ୱେଷ୍ଟ କରିଡର ବଡ଼ ଭୂମିକା ନିଭାଇବ
-ଗତ ୧୧ ବର୍ଷରେ ଓଡ଼ିଶାରେ ୨ ହଜାର ୨ ଶହ କିମି ନୂଆ ଟ୍ରାକ୍ ତିଆରି ହୋଇଛି
-ଯାହା ସମଗ୍ର ମାଲେସିଆରେ ଥିବା ଟ୍ରେନ୍ ଟ୍ରାକ୍ଠାରୁ ଅଧିକ
-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଉଛି
ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଡବଲ ଇଞ୍ଜିନ ସରକାର ବେଶ୍ ଭଲ କାମ କରୁଛି




