
-ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜଣଙ୍କୁ ଜାମିନ
-ଅଭିଯୁକ୍ତ ରାଜେନ୍ଦ୍ର ସାହୁଙ୍କ ଜାମିନ୍ ମଞ୍ଜୁର କଲେ ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ୍.
-୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ୍ ଦେଲେ କୋର୍ଟ.
-ରାମେଶ୍ଵରମ ଛକରୁ ବାଇକ୍ ଚୋରି କରି ହତ୍ୟାରେ ବ୍ୟବହାର କରିଥିଲା ରାଜେନ୍ଦ୍ର.
-ଅନ୍ୟତମ ଅଭିଯୁକ୍ତ ଶୂନ୍ୟ ଚନ୍ଦ୍ର ଦାସଙ୍କ ଆବେଦନକୁ ରଦ୍ଦ କରିଛନ୍ତି କୋର୍ଟ.




