• About
  • Advertise
  • Privacy & Policy
  • Contact
Monday, February 16, 2026
OD Times
Advertisement
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
  • Home
  • ଜିଲ୍ଲା
  • ରାଜ୍ୟ
  • ଦେଶ
  • ବିଦେଶ
  • ଟ୍ରେଣ୍ଡିଙ୍ଗ୍‌
  • ସାମାଜିକ ଗଣମାଧ୍ୟମ
  • ମନୋରଞ୍ଜନ
  • ଖେଳ
  • ଅପରାଧ
  • ଫଟୋ
  • ଭିଡିଓ
  • ଅନ୍ୟାନ୍ୟ
No Result
View All Result
OD Times
No Result
View All Result
Home Uncategorized

ଗଣତି-ମଣତି ହେବ ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

OD Times by OD Times
February 16, 2026
in Uncategorized
0
0
SHARES
0
VIEWS
Share on FacebookShare on Twitter

ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରୁ ଏହା ଜଣା ପଡିଛି।ଗଣତି ମଣତିର ଏସଓପି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିସ୍ତୃତ ଆଲୋଚନା କରିଥିଲେ। ଏଥିରେ ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏ ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ଯ ଶେଷ ହୋଇଛି । ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ଜଣାଇଥିଲେ। । ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର ଏସଓପି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ଦିଆଯାଇଥିଲା। ।ଶେଷ ଗଣତି-ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ପ୍ରକ୍ରିୟାରେ ସମ୍ପତ୍ତିର ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ଜଣାପଡିଛି। ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ବନ୍ଧାହେଲେ ମହିଳା ସ୍ଵେଚ୍ଛାସେବୀ l ବନ୍ଧାହେଲେ ମହିଳା ସ୍ଵେଚ୍ଛାସେବୀ l ମହି

OD Times

OD Times

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest

ଏଡିଟ ଦେବଜିତ୍ ନନ୍ଦୀ ଙ୍କ ବଢିଲା ଅଡୁଆ ତଦନ୍ତ କରିବ ୫ ଜଣିଆ କମିଟି ଏଡିସିିିଙ୍କୁ ଏଡିଟି ପଦବୀରେ ଥଇଥାନ ଘଟଣା

January 4, 2026

ଭୁବନେଶ୍ୱରର ଧୌଳି ଗାର୍ଡେନ୍‌ରେ ବିଶ୍ୱ ସମ୍ମିଳନୀ

December 21, 2025
ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ

August 19, 2025

କ୍ୟାପିଟାଲ ରିଜିଅନ ୬ ଲେନ ରିଙ୍ଗ୍‌ ରୋଡ୍‌ ପାଇଁ କ୍ୟାବିନେଟ୍‌ ମୋହର

August 19, 2025
The Legend of Zelda: Breath of the Wild gameplay on the Nintendo Switch

The Legend of Zelda: Breath of the Wild gameplay on the Nintendo Switch

0
Shadow Tactics: Blades of the Shogun Review

Shadow Tactics: Blades of the Shogun Review

0
macOS Sierra review: Mac users get a modest update this year

macOS Sierra review: Mac users get a modest update this year

0
Hands on: Samsung Galaxy A5 2017 review

Hands on: Samsung Galaxy A5 2017 review

0

ଗଣତି-ମଣତି ହେବ ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

February 16, 2026

ବନ୍ଧାହେଲେ ମହିଳା ସ୍ଵେଚ୍ଛାସେବୀ l ବନ୍ଧାହେଲେ ମହିଳା ସ୍ଵେଚ୍ଛାସେବୀ l ମହି

February 15, 2026

ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର

February 15, 2026

ଉପାସରେ ଚନ୍ଦ୍ରଶେଖର ଜୀଉ

February 15, 2026

Recent News

We bring you the best News Portal that you find for news, magazine, personal blog, etc. Check our landing page for details.

Follow Us

Browse by Category

  • Application
  • Fashion
  • Gadget
  • Gaming
  • Mobile
  • Review
  • Startup
  • Technology
  • Uncategorized
  • ଖାଦ୍ୟ
  • ଖେଳ
  • ଜୀବନଚର୍ଯ୍ୟା
  • ନ୍ୟୁଜ୍
  • ପର୍ବପର୍ବାଣୀ
  • ବିଜ୍ଞାନ
  • ବିଦେଶ
  • ବ୍ୟବସାୟ
  • ଭ୍ରମଣ
  • ମନୋରଞ୍ଜନ
  • ରାଜନୀତି
  • ସଂଗୀତ
  • ସିନେମା
  • ସ୍ୱାସ୍ଥ୍ୟ

Recent News

ଗଣତି-ମଣତି ହେବ ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

February 16, 2026

ବନ୍ଧାହେଲେ ମହିଳା ସ୍ଵେଚ୍ଛାସେବୀ l ବନ୍ଧାହେଲେ ମହିଳା ସ୍ଵେଚ୍ଛାସେବୀ l ମହି

February 15, 2026
  • About
  • Advertise
  • Privacy & Policy
  • Contact

© 2025 OD Times - Popular News Portal, Design by Kartikdesign.

No Result
View All Result
  • Home
  • ବ୍ୟବସାୟ
  • ରାଜନୀତି
  • ବିଦେଶ
  • Fashion

© 2025 OD Times - Popular News Portal, Design by Kartikdesign.